ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
ଅଶ୍ୱନୀ – ଘରେ ଖୁସିର ମାହୋଲ୍ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ
ଦ୍ୱିଜା – ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଅଫିସ୍ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ
କୃତିକା – ମାଲିମକନ୍ଦମାରେ ବିଜୟୀ ଲାଭ କରିବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯