ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
କୃତିକା - ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।
ରୋହିଣୀ – ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି । ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ମୃଗଶିରା – ସମାଜ ସେବାରେ ସ୍ୱନାମ ପାଇବେ । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬