ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
ପୂ , ଭାଦ୍ରପଦ - ଦାଂପତ୍ୟ ଜୀବନରେ ମଧୁରତା ବଢିବ । ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ
ଉ , ଭଦ୍ରପଦ - ରାଜନିତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ
ରେବତୀ – ଜମି କାଗଜ ଦାୟିତ୍ୱରେ ରଖନ୍ତୁ । ମହିଳା ମାନେ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି
ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩