ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
ମୃଗଶିରା - ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।
ଆଦ୍ରା - ସାମାଜିକ କାର୍ଯ୍ୟରେ ସାହାର୍ଯ୍ୟ, ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।
ପୁନର୍ବସୁ - ଗୃହସୀମା ବିବାଦ ଦେଖାଦେଇ ପାରେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବେ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫