ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
ଉ , ଫାଲଗୁନୀ – ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରିବେ ।
ହସ୍ତା – ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ ।
ଚିତ୍ରା – କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ ।
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫