ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
ବିଶାଖା – ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ
ଅନୁରାଧା – ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଜ୍ୟେଷ୍ଠା – ଜାଗା, ଜମି ଆଦି କ୍ରୟ କରିବେ । ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯