• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Taurus

ବୃଷ

Friday 15 Dec 2023

କୃତିକା- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ  ମାନସିକ ଅଶାନ୍ତି ଦେଖାଦେଇ ପାରେ । ଗୋପନୀୟ କାର‌୍ୟ୍ୟ ନିର୍ବାହ କରି ଉଦ୍ୱିଘ୍ନ ହେବେ ।
ରୋହିଣୀ- ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । 

ମୃଗଶିରା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ମହିଳା ମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :