• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Aquarius

କୁମ୍ଭ

Friday 15 Dec 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଗୁରୁତ୍ୱ ପୂର୍ଣ୍ଣ ପରିବର୍ତନ ହୋଇପାରେ । ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣିବେ
ଶତଭିଷା- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରମାନଙ୍କ ସ୍ୱପ୍ନ ପୂରଣ ହେବ । ମହିଳା ମାନେ  ଗପସପରେ ସମୟ ବିତାଇବେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ । 
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :