• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Pisces

ମୀନ

Friday 15 Dec 2023

ପୂ,ଭାଦ୍ରପଦ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ  ଯୋଗଦାନ କରିବେ ।  ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଉ,ଭାଦ୍ରପଦ- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ରେବତୀ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ପଇସା ଦେବା ନେବା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :