• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Gemini

ମିଥୁନ

Friday 15 Dec 2023

ମୃଗଶିରା- ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । 

ଆଦ୍ରା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ପୁନର୍ବସୁ- ନିଜର କ୍ୟାରିୟର ବିକାଶ ପାଇଁ ସମସ୍ତ ପ୍ରୟାସ କରିବେ ।ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । 

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :