• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Cancer

କର୍କଟ

Friday 15 Dec 2023

ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । 
ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ  ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ ।
ଅଶ୍ଲେଷା- ସାହାର‌୍ୟ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :