• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Leo

ସିଂହ

Friday 15 Dec 2023

ମଘା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ
ପୂ,ଫାଲଗୁନି- ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର‌୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।
ଉ,ଫାଲଗୁନି- ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ ।  ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :