• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Virgo

କନ୍ୟା

Friday 15 Dec 2023

ଉ,ଫଳଗୁନି- ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ । ବିଦେଶରେ  କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ
ହସ୍ତା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି
ଚିତ୍ରା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।
ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :