• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Libra

ତୁଳା

Friday 15 Dec 2023

ଚିତ୍ରା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ ।
ସ୍ୱାତୀ- ପରିବାରକୁ ଖୁସି କରିବା ପାଇଁ ବହୁତ ପରିଶ୍ରମ କରିବେ ଯାହା ଆପଣଙ୍କର ସମ୍ପର୍କ ବଢ଼ାଇବାରେ ସାହାଯ୍ୟ କରିବ । ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର‌୍ୟ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ ।
ବିଶାଖା-ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ ଜ୍ଝ ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :