• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Scorpio

ବିଛା

Friday 15 Dec 2023

ବିଶାଖା- ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।  ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।
ଅନୁରାଧା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ
ଜ୍ୟେଷ୍ଠା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନିତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :