• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Capricorn

ମକର

Friday 15 Dec 2023

ଉ,ଷାଢା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।
ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । 
ଧନିଷ୍ଠା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୈାଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :