Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Aries

ମେଷ

Friday 15 Dec 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ ।  ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ
ଦ୍ୱିଜା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।
କୃତିକା- ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :