ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର-ବୃଷ ଦିବା ୦୩.୦୪ଗତେ ମିଥୁନ,ତିଥି-ପୂର୍ଣ୍ଣିମା ଦିବା ୦୨.୩୧ଗତେ ପ୍ରତିପଦ, ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୦୪ ଗତେ କନ୍ୟା ରାଶିର,ଘାତବାର-ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ୟ୍ୟରେ ବ୍ୟସ୍ତ ରହିବେ ।
ଆଦ୍ରା- କୈାଣସି ସହପାଠୀ ଆପଣଙ୍କର ସାହାର୍ୟ୍ୟ ଆଶା କରିପାରନ୍ତି । ଚାକିରିରେ ପଦ ମର୍ୟ୍ୟଦା ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ
ପୁନର୍ବସୁ- କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫