ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର-ବୃଷ ଦିବା ୦୩.୦୪ଗତେ ମିଥୁନ,ତିଥି-ପୂର୍ଣ୍ଣିମା ଦିବା ୦୨.୩୧ଗତେ ପ୍ରତିପଦ, ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୦୪ ଗତେ କନ୍ୟା ରାଶିର,ଘାତବାର-ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ଅଶ୍ୱନୀ- ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ଦ୍ୱିଜା- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ
କୃତିକା- ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯