• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2024: ଏହି ରାଶିର ବ୍ୟକ୍ତି ଖୁବ୍‌ ଲାଭ ବାନ ହେବେ, ପ୍ରେମ ସମ୍ପର୍କ ନିବିଡ଼ ହେବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ  ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ  ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Taurus

ବୃଷ

Thursday 15 Feb 2024

କୃତିକା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।

ରୋହିଣୀ- ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ ।

ମୃଗଶିରା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ