• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2024: ଏହି ରାଶିର ବ୍ୟକ୍ତି ଖୁବ୍‌ ଲାଭ ବାନ ହେବେ, ପ୍ରେମ ସମ୍ପର୍କ ନିବିଡ଼ ହେବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ  ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ  ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Pisces

ମୀନ

Thursday 15 Feb 2024

ପୂ, ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଆପଣ ବହୁତ୍ ଲାଭବାନ୍ ହେବ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ ।

ରେବତୀ- କୋର୍ଟ କଚେରୀ ମାମଲାରେ ଅଶୁଭ ଖବର ମିଳିପାରେ । ରାଜନିତି କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ଭଲ ସଂମ୍ପର୍କ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ଛିତ୍ରଛାତ୍ରୀ ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ