• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2024: ଏହି ରାଶିର ବ୍ୟକ୍ତି ଖୁବ୍‌ ଲାଭ ବାନ ହେବେ, ପ୍ରେମ ସମ୍ପର୍କ ନିବିଡ଼ ହେବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ  ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ  ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Libra

ତୁଳା

Thursday 15 Feb 2024

ଚିତ୍ରା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।

ସ୍ୱାତୀ- ନିଜର ଦୋଷ ତୃଟି ସ୍ୱକାର କରିବେ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ ।

ବିଶାଖା- ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର- କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ