• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2024: ଏହି ରାଶିର ବ୍ୟକ୍ତି ଖୁବ୍‌ ଲାଭ ବାନ ହେବେ, ପ୍ରେମ ସମ୍ପର୍କ ନିବିଡ଼ ହେବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ  ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ  ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Sagittarius

ଧନୁ

Thursday 15 Feb 2024

ମୂଳା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବାର ସମ୍ଭାବନା ରହିଛି । ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଚାକିରି ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ ।

ପୂ, ଷାଢା- ଦାମ୍ପତ୍ୟ ଜିବନ ହସ ଖୁସିର ପରିବେଶ ମଧ୍ୟରେ ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ଛାତ୍ରଛାତ୍ରୀ ମାନଙ୍କର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। 

ଉ,ଷାଢା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ବହୁ ଦିନର ମନସ୍କାମନା ପୂରଣ ହୋଇପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରନ୍ତୁ ନାହିିଁ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ