• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2024: ଏହି ରାଶିର ବ୍ୟକ୍ତି ଖୁବ୍‌ ଲାଭ ବାନ ହେବେ, ପ୍ରେମ ସମ୍ପର୍କ ନିବିଡ଼ ହେବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ  ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି- ୬ଷ୍ଠୀ  ଦିବା ୧୦.୧୩ ଗତେ ୭ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Capricorn

ମକର

Thursday 15 Feb 2024

ଉ, ଷାଢା- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯଥେଷ୍ଟ ଲାଭବାନ୍ ହେବ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । 

ଶ୍ରବଣା- କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ନୂତନ ଘର ତିଆରି କରିିିିିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ଧନିଷ୍ଠା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ପୂର୍ବ ବିବାଦର ସମାଧାନ ହେବା ସାଙ୍ଗକୁ ଟେନସନ୍ ମଧ୍ୟ କମିଯିବ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ