କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।
ଅଶ୍ୱନୀ- ପ୍ରେମ ଜୀବନ ମଧୁରମୟ ରହିବ । କର୍ମ କରିବା ଶୈଳିରେ ପରିବର୍ତ୍ତନ ଆଣିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ।
ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷେପ ନେଇ ଆଗକୁ ଅତିକ୍ରମ କରିବେ । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ।
କୃତିକା-ନୂତନ ବନ୍ଧୁଙ୍କ ସହ ସମୟ ବିତାଇବେ । ଭୂମି କ୍ରୟ କରିବାର ସୁଯୋଗ ଅଛି । ମହିଳାମାନେ ସ୍ୱାଭିମାନ ରହିବେ । ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ ।
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।