• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।

Taurus

ବୃଷ

Saturday 15 Feb 2025

କୃତିକା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କୌଣସି ନୂତନ ଯାନ, ବାହନ କିଣି ପାରନ୍ତି । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ।

ରୋହିଣୀ- ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।

ମୃଗଶିରା- ବାଧାନିଘ୍ନକୁ ଅତିକ୍ରମ କରି ଆଗକୁ ବଢିବାର ଯୋଜନା ସଫଳ ହେବ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।