• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।

Aquarius

କୁମ୍ଭ

Saturday 15 Feb 2025

ଧନିଷ୍ଠା- ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ବ୍ୟବସାୟିକ ସ୍ଥିତି ଅନୁକୁଳ ରହିବ ।

ଶତଭିଷା- ରାଜନୀତିରେ ସତ୍ୟବାଦି ହେବେ । ବନ୍ଧୁଙ୍କ ଠାରୁ ସହାୟତା ପାଇ ପାରନ୍ତି । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ

ପୂ,ଭାଦ୍ରପଦ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।