• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।

Pisces

ମୀନ

Saturday 15 Feb 2025

ପୂ,ଭାଦ୍ରପଦ-ପ୍ରେମି ଯୁଗଳ ମାନେ ନିଜ ମନ କଥା ଜୀବନ ସାଥୀ ଙ୍କ ଆଗରେ ପ୍ରକାଶ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।

ଉ,ଭାଦ୍ରପଦ- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ରେବତୀ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ରାଜନୀତିରେ ଚେଷ୍ଟା ସଫଳ ହେବ ଓ ଲାଭବାନ୍ ହେବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।