• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।

Gemini

ମିଥୁନ

Saturday 15 Feb 2025

ମୃଗଶିରା- ପାରିବାରିକ ଜୀବନ ଶାନ୍ତିରେ କଟିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ମାନସିକ ଦୁଃଚିନ୍ତା ଲାଗି ରହିବ ।

ଆଦ୍ରା- ଛାତ୍ର, ଛାତ୍ରୀମାନେ ସ୍ୱାଭିମାନୀ ହେବେ । ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତ୍ତୁପକ୍ଷ ଖୁସିହେବେ । ରାଜନୀତିରେ ଆଦର ସମ୍ମାନ ପାଇବେ । ବଡ଼ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ।

ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।