• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।

Cancer

କର୍କଟ

Saturday 15 Feb 2025

ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ ।

ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ।

ଅଶ୍ଲେଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ରଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।