କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।
ଉ,ଫଳଗୁନି- ପ୍ରେମିକା, ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର ଲାଭ ମିଳିବାର ସମ୍ଭାବନା ରହିଛି । ବୈବାହିକ ପ୍ରସ୍ତାବ ଦେଦ୍ଦେଶ୍ୟରେ ବନ୍ଧୁ ସମ୍ପର୍କ ଯୋଡିବାକୁ ଚେଷ୍ଟା କଲେ ଉପକୃତ ହେବେ ।
ହସ୍ତା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।
ଚିତ୍ରା- ସମ୍ପତି କିଣିବାର ଯୋଗ ରହିଛି । କୈାଣସି କାର୍ୟ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।