କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।
ଚିତ୍ରା- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ସ୍ୱାତୀ- ଛାତ୍ରଛାତ୍ରୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକମାନେ ଲକ୍ଷ୍ୟ ହାସଲ କରିବା ଦିଗରେ ଆଗେଇବେ । ରାଜନୀତିରେ ଯଥେଷ୍ଟ ଲାଭ ପାଇବେ ।
ବିଶାଖା- ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ।
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।