• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।

Scorpio

ବିଛା

Saturday 15 Feb 2025

ବିଶାଖା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ।

ଅନୁରାଧା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭା ସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ

ଜ୍ୟେଷ୍ଠା- ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଆୟର ପରିମାଣ ଅଧିକ ହୋଇପାରେ

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।