• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ।

Capricorn

ମକର

Saturday 15 Feb 2025

ଉ,ଷାଢା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ

ଶ୍ରବଣା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ

ଧନିଷ୍ଠା- ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।