• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th February 2023: ଆଜି ଏହି ରାଶିର ବ୍ୟକ୍ତି ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Wednesday 15 Feb 2023

ଅଶ୍ୱନୀ – ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ରହିଛି। ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ଜୀବନ ସାଥିଙ୍କ ପାଇଁ ଭଲ ତାଳ ମେଳ ବଜାୟ ରହିବ

ଦ୍ୱିଜା – କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ ପାଇବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ

କୃତିକା – ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଆର୍ଥିକ ସ୍ଥିତିକୁ ସୁଧାରିବା ପାଇଁ ପ୍ରୟାସ କରିବେ।

ପ୍ରତିକାର - ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :