• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th February 2023: ଆଜି ଏହି ରାଶିର ବ୍ୟକ୍ତି ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Wednesday 15 Feb 2023

କୃତିକା - ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ମୂଳ ଧନରୁବି କ୍ଷତି କରିପାରନ୍ତି ।

ରୋହିଣୀ –ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ମୃଗଶିରା – ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଆପଣଙ୍କର ପ୍ରୟାସ ଯୋଗୁ ବଡ଼ ସଫଳତା ସହିତ ପୁରସ୍କୃତ ହେବେ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :