ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।
ଧନିଷ୍ଠା – ଶାରିରୀକ ସମସ୍ୟା ଦେଖାଦେବ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ଟଙ୍କା ରୋଜଗାର କରିବ। ଦିଗରେ ପ୍ରୟାସ ଜାରି ରଖିବେ ଏବଂ ସଫଳ ହେବେ।
ଶତଭିଷା – ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମୁଶାଇବେ
ପୂ , ଭାଦ୍ରପଦ – ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ । ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଷସମୃଦ୍ଧି ପ୍ରାପ୍ତ କରିବେ
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮