• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th February 2023: ଆଜି ଏହି ରାଶିର ବ୍ୟକ୍ତି ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Wednesday 15 Feb 2023

ପୂ , ଭାଦ୍ରପଦ -ପାରିବାରିକ ସହମତିରେ କାର‌୍ୟ୍ୟ ସିଦ୍ଧି ଘଟିପାରୋ ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ

ଉ , ଭଦ୍ରପଦ - ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର‌୍ୟ୍ୟରୁ ପ୍ରଂଶସିତ ହୋଇ ପାରନ୍ତି

ରେବତୀ – ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ଅଶ୍ୱସ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :