• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th February 2023: ଆଜି ଏହି ରାଶିର ବ୍ୟକ୍ତି ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Wednesday 15 Feb 2023

ପୁନର୍ବସୁ - ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ

ପୁଷ୍ୟା – ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ

ଅଶ୍ଳେଷା - ପକେଟ ମାର ଜନିତ ଧନହାନି ଘଟିପାରେ । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ । ଆର୍ଥିକ ସଙ୍କଟର ଶିକାର ହୋଇପାରନ୍ତି ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :