• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th February 2023: ଆଜି ଏହି ରାଶିର ବ୍ୟକ୍ତି ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Wednesday 15 Feb 2023

ମଘା – ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ପୂ , ଫାଲଗୁନୀ – ରାଜନିତିରେ ସମ୍ମାନ ହାନି ଓ ଅପବ୍ୟୟ ଘଟିପାରେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ ।

ଉ ,ଫାଲଗୁନୀ – ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ଧାର୍ମିକ କାର‌୍ୟ୍ୟ କରିବାର ମଧ୍ୟ ଆପଣଙ୍କୁ ସୁଯୋଗ ମିଳିବ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :