ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।
ଚିତ୍ରା – ବନ୍ଧୁତ୍ୱର ସମ୍ପର୍କରେ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ
ସ୍ୱାତୀ – ରାଜନୀତିରେ ସଫଳତା ପାଇ ପାରନ୍ତି । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ । ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ
ବିଶାଖା – ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ ବିଶ୍ୱାସୀ ହେବେ । ସରକାରୀ ପ୍ରଶାସନଠାରୁ କ୍ଷତିପୂରଣ ପାଇପାରିବେ ।
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬