• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th February 2023: ଆଜି ଏହି ରାଶିର ବ୍ୟକ୍ତି ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Wednesday 15 Feb 2023

ବିଶାଖା – ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ। ପୂର୍ବରୁ କରିଥିବା କାମ ପାଇଁ ସମ୍ମାନିତ ହେବ। ସହିତ ଦକ୍ଷତା ପ୍ରତିପାଦିତ କରିବେ

ଅନୁରାଧା – ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ

ଜ୍ୟେଷ୍ଠା – କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ ଜ୍ଝ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :