• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th February 2023: ଆଜି ଏହି ରାଶିର ବ୍ୟକ୍ତି ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Wednesday 15 Feb 2023

ଉ , ଷାଢା - ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ବାରମ୍ବାର କାମରେ ପରିବର୍ତନ ମନରେ ଚିନ୍ତା ସୃଷ୍ଟି କରିବ

ଶ୍ରବଣା – ବିଦ୍ୟାର୍ଥି ମାନେ ବିଦ୍ୟାନୁରାଗି ହେବେ । ବଡ ବ୍ୟବସାୟୀଙ୍କ ସହିତ ହାତ ମିଶାଇବେ । ରାଜନିତିରେ ଭଲ କାମ କରି ଲୋକଙ୍କ ପ୍ରିୟ ରହିବେ ।

ଧନିଷ୍ଠା – ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳା ମାନେ ଚିନ୍ତିତ ରହିବେ । ପିତୃପୁରୁଷ ସମ୍ପତ୍ତି ପାଇବାର କ୍ଷମତା ଆଣିବେ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :