• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Jan 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ସୋମବାର ଚନ୍ଦ୍ର- କୁମ୍ଭ ରାତ୍ରି ୧୨.୩୮ ଗତେ ମୀନ ତିଥି- ୫ମୀ ରାତ୍ରି ୦୨.୧୬ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୧୨.୩୮ ଗତେ ଧନୁ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୦୮.୦୭ ଗତେ ୧ ପାଦ କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୬.୧୦ ପର୍ଯ୍ୟନ୍ତ

Aquarius

କୁମ୍ଭ

Monday 15 Jan 2024

ଧନିଷ୍ଠା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ ।
ଶତଭିଷା- ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି  ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି
ପୂ,ଭାଦ୍ରପଦ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭଲ ଟଙ୍କା ରୋଜଗାର କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :