• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Jan 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ସୋମବାର ଚନ୍ଦ୍ର- କୁମ୍ଭ ରାତ୍ରି ୧୨.୩୮ ଗତେ ମୀନ ତିଥି- ୫ମୀ ରାତ୍ରି ୦୨.୧୬ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୧୨.୩୮ ଗତେ ଧନୁ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୦୮.୦୭ ଗତେ ୧ ପାଦ କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୬.୧୦ ପର୍ଯ୍ୟନ୍ତ

Leo

ସିଂହ

Monday 15 Jan 2024

ମଘା- ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବନରେ ସୁଧାର ଆଣିବେ ।

ପୂ,ଫାଲଗୁନି- ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।  କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । 

ଉ,ଫାଲଗୁନି- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ସତସଙ୍ଗ ଓ ସ୍ୱର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । 

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :