• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Jan 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ସୋମବାର ଚନ୍ଦ୍ର- କୁମ୍ଭ ରାତ୍ରି ୧୨.୩୮ ଗତେ ମୀନ ତିଥି- ୫ମୀ ରାତ୍ରି ୦୨.୧୬ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୧୨.୩୮ ଗତେ ଧନୁ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୦୮.୦୭ ଗତେ ୧ ପାଦ କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୬.୧୦ ପର୍ଯ୍ୟନ୍ତ

Scorpio

ବିଛା

Monday 15 Jan 2024

ବିଶାଖା- କର୍ମ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । 
ଅନୁରାଧା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । 
ଜ୍ୟେଷ୍ଠା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :