• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th Jan 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ସୋମବାର ଚନ୍ଦ୍ର- କୁମ୍ଭ ରାତ୍ରି ୧୨.୩୮ ଗତେ ମୀନ ତିଥି- ୫ମୀ ରାତ୍ରି ୦୨.୧୬ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୧୨.୩୮ ଗତେ ଧନୁ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୦୮.୦୭ ଗତେ ୧ ପାଦ କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୬.୧୦ ପର୍ଯ୍ୟନ୍ତ

Capricorn

ମକର

Monday 15 Jan 2024

ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ
ଶ୍ରବଣା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ଧନିଷ୍ଠା- ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :