• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aquarius

କୁମ୍ଭ

Sunday 15 Jan 2023

ଧନିଷ୍ଠା – ସ୍ୱାସ୍ଥ୍ୟରେ ସୁଧାର ଆସିବ । ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ଖୁସି ଅନୁଭବ କରିବେ ।

ଶତଭିଷା – ରାଜନୀତିରେ କ୍ଷେତ୍ରରେ କୈାଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ ।

ପୂ , ଭାଦ୍ରପଦ – ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଘର ଜାଗା ଓ ସମ୍ପତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :