• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Pisces

ମୀନ

Sunday 15 Jan 2023

ପୂ , ଭାଦ୍ରପଦ - ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ ।

ଉ , ଭଦ୍ରପଦ - ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ହେବା ସହ ପ୍ରଶଂସା ମିଳିପାରେ ।

ରେବତୀ – ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ

ପ୍ରତିକାର – ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :