• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସ୍ଥାନ ବୁଲିଯିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର ।ଚନ୍ଦ୍ର – କନ୍ୟା ପ୍ରାତଃ ୦୬.୪୭ ଗତେ ତୁଳା,ତିଥି - ୮ମୀ ରାତ୍ରି ୦୭.୪୫ ଗତେ ୯ମୀ,ଘାତ ଚନ୍ଦ୍ର – ବୃଷ ପ୍ରାତଃ ୦୬.୪୭ ପର୍ଯ୍ୟନ୍ତ,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Gemini

ମିଥୁନ

Sunday 15 Jan 2023

ମୃଗଶିରା - ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ

ଆଦ୍ରା - ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ

ପୁନର୍ବସୁ - ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା , ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :